ରାମଚରିତ ମାନସର କେତେକ ରୋଚକ ତଥ୍ୟ | Ramayan | Odisha Culture | Rama Charita Manasa
🏹 ରାମଚରିତ ମାନସର କେତେକ ରୋଚକ ତଥ୍ୟ🏹
Rama Charita Manasa |
୧: ଲଙ୍କାରେ ଶ୍ରୀରାମଚନ୍ଦ୍ର= ୧୧୧ ଦିନ ଥିଲେ।
୨: ଲଙ୍କାରେ ଦେବୀ ସୀତା= ୪୩୫ ଦିନ ଥିଲେ।
୩: ମାନସ ରେ ଶ୍ଳୋକ ସଂଖ୍ୟା= ୨୭ ଅଟେ।
୪: ମାନସ ରେ ଚୋପାଈ ସଂଖ୍ୟା= ୪୬୦୮ ଅଟେ।
୫: ମାନସ ରେ ଦୋହା ସଂଖ୍ୟା= ୧୦୭୪ ଅଟେ।
୬: ମାନସ ରେ ସୋରଠା ସଂଖ୍ୟା= ୨୦୭ ଅଟେ।
୭: ମାନସ ରେ ଛନ୍ଦ ସଂଖ୍ୟା= ୮୬ ଅଟେ।
୮: ସୁଗ୍ରୀବଙ୍କ ବଳ ଥିଲା= ୧୦,୦୦୦ ହାତୀ ର।
୯: ସୀତା ମହାରାଣୀ ହୋଇଥିଲେ= ୩୩ ବର୍ଷ ବୟସରେ।
୧୦: ମାନସ ରଚନା ସମୟରେ ତୁଳସୀଦାସଙ୍କ ବୟସ= ୭୭ ବର୍ଷ ଥିଲା।
୧୧: ପୁଷ୍ପକ ବିମାନର ଗତି= ୪୦୦ ମାଇଲ୍/ଘଣ୍ଟା ଥିଲା।
୧୨: ରାମଦଳ ତଥା ରାବଣ ଦଳର ଯୁଦ୍ଧ= ୮୭ ଦିନ ଚାଲିଥିଲା।
୧୩: ରାମ ରାବଣ ଯୁଦ୍ଧ= ୩୨ ଦିନ ଚାଲିଥିଲା।
୧୪: ସେତୁ ନିର୍ମାଣ= ୫ ଦିନରେ ହୋଇଥିଲା।
୧୫: ନଳ ଓ ନୀଳ ଙ୍କ ପିତା= ବିଶ୍ଵକର୍ମା ଅଟନ୍ତି।
୧୬: ତ୍ରିଜଟା ଙ୍କ ପିତା= ବିଭୀଷଣ ଅଟନ୍ତି।
୧୭: ବିଶ୍ଵାମିତ୍ର ରାମଙ୍କୁ ନେଇ ଯାଇଥିଲେ= ୧୦ ଦିନ ପାଇଁ ।
୧୮: ରାମ ରାବଣଙ୍କୁ ସବୁଠାରୁ ପ୍ରଥମେ ମାରିଥିଲେ= ୬ ବର୍ଷ ବୟସରେ ।
୧୯: ରାବଣକୁ ଜୀବନଦାନ ଦେଇଥିଲେ= ସୁସେନ ବୈଦ୍ୟ ନାଭିରେ ଅମୃତ ରଖି।
Comments
Post a Comment
Welcome To Odisha Culture