odisha culture odia | ଧର୍ମ ଜ୍ଞାନ | ମହାଭାରତ | Mahabharat
odisha culture odia | ଧର୍ମ ଜ୍ଞାନ | ମହାଭାରତ | Mahabharat Odisha-culture-odia *ଧର୍ମ ଜ୍ଞାନ* *ସମସ୍ତ ହିନ୍ଦୁ ସଂସ୍କାରୀଙ୍କୁ ଅନୁରୋଧ ଏହାକୁ ଧୋର୍ଯ୍ୟର ସହ ପଢି ନିଜର ଯୁବ ପୀଢ଼ିଙ୍କ ଧର୍ମ ଜ୍ଞାନକୁ ବଢାଇବା ପାଇଁ ଅଧିକ ରୁ ଅଧିକ ଅନ୍ୟଙ୍କୁ ଅଗ୍ରସର କରିବା ପାଇଁ ଚେଷ୍ଟା କରିବେ । Odisha-culture-odia *ମହାଭାରତ* ପାଣ୍ଡୁ ଓ ଧୃତରାଷ୍ଟ୍ର ଦୁଇ ଭ୍ରାତା ଥିଲେ । ପାଣ୍ଡଵମାନେ ପାଞ୍ଚ ଭାଇଥିଲେ ଯାହାଙ୍କ ନାମ - ୧.ଯୁଧିଷ୍ଠିର ୨.ଭୀମ ୩.ଅର୍ଜୁନ ୪.ନକୁଳ ୫.ସହଦେଵ ଏଠି ଧ୍ୟାନ ରହେ ଯେ .... ପାଣ୍ଡୁଙ୍କ ଉପରୋକ୍ତ ପାଞ୍ଚ ପୁତ୍ର ମଧ୍ୟରୁ ଯୁଧିଷ୍ଠିର, ଭୀମ ଓ ଅର୍ଜୁନ ମାତା କୁନ୍ତୀଙ୍କ ପୁତ୍ର ଥିଲେ । ନକୁଳ ଓ ସହଦେଵ ମାତା ମାଦ୍ରୀଙ୍କ ପୁତ୍ର ଥିଲେ । ଏହି ପାଞ୍ଚ ଜଣଙ୍କ ଛଡା, ମହବଳୀ କର୍ଣ୍ଣ ମଧ୍ୟ କୁନ୍ତୀଙ୍କ ପୁତ୍ର ଥିଲେ, କିନ୍ତୁ ତାଙ୍କୁ ପାଣ୍ଡବମାନଙ୍କ ଭିତରେ ଗଣା ଯାଏନାହିଁ । ଅନ୍ୟପକ୍ଷରେ କୌରବରେ, ଧୃତରାଷ୍ଟ୍ର ଓ ଗାନ୍ଧାରୀଙ୍କ ଶତ ପୁତ୍ର ଥିଲେ । ଯାହାଙ୍କ ନାମ :- ୧.ଦୁର୍ଯ୍ୟୋଧନ ୨.ଦୁଃଶାସନ ୩.ଦୁଃସହ ୪.ଦୁଃଶଳ ୫.ଜଳସନ୍ଧ ୬.ସମ ୭.ସହ ୮.ବିନ୍ଦ ୯.ଅନୁବିନ୍ଦ ୧୦.ଦୁର୍ଦ୍ଧର୍ଷ ୧୧.ସୁବାହୁ ୧୨.ଦୁଷପ୍ରଦର୍ଶନ ୧୩.ଦୁର୍ମର୍ଷଣ ୧୪.ଦୁର୍ମୁଖ ୧୫.ଦୁଷ୍କର୍ଣ ୧୬.ବିକର୍ଣ୍ଣ ୧୭.ଶଳ ୧୮.ସତ୍ୱାନ ୧୯.ସୁଲୋଚନ ୨୦.ଚିତ୍ର ୨୧.ଉପଚିତ୍ର ୨୨.ଚିତ୍ରାକ୍ଷ ୨୩.ଚାରୁଚିତ୍ର ୨୪.ଶରାସନ ୨୫.ଦୁର୍ମଦା ୨୬.ଦୁର୍ବିଗାହ...