Posts

Showing posts with the label ରାମଚରିତ ମାନସର କେତେକ ରୋଚକ ତଥ୍ୟ

ରାମଚରିତ ମାନସର କେତେକ ରୋଚକ ତଥ୍ୟ | Ramayan | Odisha Culture | Rama Charita Manasa

Image
 🏹 ରାମଚରିତ ମାନସର କେତେକ ରୋଚକ ତଥ୍ୟ🏹 Rama Charita Manasa ୧: ଲଙ୍କାରେ ଶ୍ରୀରାମଚନ୍ଦ୍ର= ୧୧୧ ଦିନ ଥିଲେ। ୨: ଲଙ୍କାରେ ଦେବୀ ସୀତା= ୪୩୫ ଦିନ ଥିଲେ। ୩: ମାନସ ରେ ଶ୍ଳୋକ ସଂଖ୍ୟା= ୨୭ ଅଟେ। ୪: ମାନସ ରେ ଚୋପାଈ ସଂଖ୍ୟା= ୪୬୦୮ ଅଟେ। ୫: ମାନସ ରେ ଦୋହା ସଂଖ୍ୟା= ୧୦୭୪ ଅଟେ। ୬: ମାନସ ରେ ସୋରଠା ସଂଖ୍ୟା= ୨୦୭ ଅଟେ। ୭: ମାନସ ରେ ଛନ୍ଦ ସଂଖ୍ୟା= ୮୬ ଅଟେ। ୮: ସୁଗ୍ରୀବଙ୍କ ବଳ ଥିଲା= ୧୦,୦୦୦ ହାତୀ ର। ୯: ସୀତା ମହାରାଣୀ ହୋଇଥିଲେ= ୩୩ ବର୍ଷ ବୟସରେ। ୧୦: ମାନସ ରଚନା ସମୟରେ ତୁଳସୀଦାସଙ୍କ ବୟସ= ୭୭ ବର୍ଷ ଥିଲା। ୧୧: ପୁଷ୍ପକ ବିମାନର ଗତି= ୪୦୦ ମାଇଲ୍/ଘଣ୍ଟା ଥିଲା। ୧୨: ରାମଦଳ ତଥା ରାବଣ ଦଳର ଯୁଦ୍ଧ= ୮୭ ଦିନ ଚାଲିଥିଲା। ୧୩: ରାମ ରାବଣ ଯୁଦ୍ଧ= ୩୨ ଦିନ ଚାଲିଥିଲା। ୧୪: ସେତୁ ନିର୍ମାଣ= ୫ ଦିନରେ ହୋଇଥିଲା। ୧୫: ନଳ ଓ ନୀଳ ଙ୍କ ପିତା= ବିଶ୍ଵକର୍ମା ଅଟନ୍ତି। ୧୬: ତ୍ରିଜଟା ଙ୍କ ପିତା= ବିଭୀଷଣ ଅଟନ୍ତି। ୧୭: ବିଶ୍ଵାମିତ୍ର ରାମଙ୍କୁ ନେଇ ଯାଇଥିଲେ= ୧୦ ଦିନ ପାଇଁ । ୧୮: ରାମ ରାବଣଙ୍କୁ ସବୁଠାରୁ ପ୍ରଥମେ ମାରିଥିଲେ= ୬ ବର୍ଷ ବୟସରେ । ୧୯: ରାବଣକୁ ଜୀବନଦାନ ଦେଇଥିଲେ= ସୁସେନ ବୈଦ୍ୟ ନାଭିରେ ଅମୃତ ରଖି।