Posts

Showing posts with the label ଶ୍ରୀରାମଚନ୍ଦ୍ରଙ୍କ ପିତାମହ ପ୍ରପିତାମହ ଙ୍କ ନାମ କଣ ଥିଲା?

ଶ୍ରୀରାମଚନ୍ଦ୍ରଙ୍କ ପିତାମହ ପ୍ରପିତାମହ ଙ୍କ ନାମ କଣ ଥିଲା? | Ramayan | What was the name of Sriramchandra's grandfather Prapitamah? | Odisha Culture

Image
 ଶ୍ରୀରାମଚନ୍ଦ୍ରଙ୍କ ପିତାମହ ପ୍ରପିତାମହ ଙ୍କ ନାମ କଣ ଥିଲା ? ୧- ବ୍ରହ୍ମା ଙ୍କ ପୁତ୍ର ମରୀଚି, ୨- ମରୀଚି ଙ୍କ ପୁତ୍ର କଶ୍ୟପ,  ୩- କଶ୍ୟପଙ୍କ ପୁତ୍ର ଥିଲେ ବିବସ୍ଵାନ,  ୪- ବିବସ୍ଵାନଙ୍କ ପୁତ୍ର ବୈବସ୍ୱତ ମନୁ ଅଟନ୍ତି, ବୈବସ୍ଵତ ମନୁଙ୍କ ସମୟରେ ଜଳ ପ୍ରଳୟ ହୋଇଥିଲା। ୫- ବୈବସ୍ଵତ ମନୁ ଙ୍କ ଦଶ ପୁତ୍ରଙ୍କ ମଧ୍ୟରୁ ଜଣକର ନାମ ଇକ୍ଷ୍ବାକୁ ଥିଲା, ଇକ୍ଷ୍ବାକୁ ଙ୍କ *ଅଯୋଧ୍ୟା* ନାମକ ଏକ ରାଜଧାନୀ ଥିଲା ଏବଂ ସେ ଇକ୍ଷ୍ବାକୁ କୁଳର ସ୍ଥାପନା କରିଥିଲେ। ୬- ଇକ୍ଷ୍ବାକୁ ଙ୍କ ପୁତ୍ର କୁକ୍ଷି ଥିଲେ,  ୭- କୁକ୍ଷି ଙ୍କ ପୁତ୍ରଙ୍କ ନାମ ବିକୁକ୍ଷି ଥିଲା,  ୮- ବିକୁକ୍ଷି ଙ୍କ ପୁତ୍ର ଵାଣ ଥିଲେ,  ୯- ଵାଣ ଙ୍କ ପୁତ୍ର ଅନରଣ୍ୟ ଥିଲେ,  ୧୦- ଅନରଣ୍ୟ ଙ୍କ ଠାରୁ ପୃଥୁ ଜନ୍ମ ହୋଇଥିଲେ,  ୧୧- ପୃଥୁ ଙ୍କ ଠାରୁ ତ୍ରିଶଙ୍କୁ ଜନ୍ମ ନେଇଥିଲେ,  ୧୨- ତ୍ରିଶଙ୍କୁ ଙ୍କ ପୁତ୍ର ଧୁଂଧୁମାର ଥିଲେ,  ୧୩- ଧୁନ୍ଧୁମାର ଙ୍କ ପୁତ୍ରଙ୍କ ନାମ ଥିଲା ଯୁବନାଶ୍ଵ,  ୧୪- ଯୁବନାଶ୍ଵ ଙ୍କ ପୁତ୍ର ମାନ୍ଧାତା ଅଟନ୍ତି,  ୧୫- ମାନ୍ଧାତାଙ୍କ ଠାରୁ ସୁସନ୍ଧି ଜନ୍ମ ହୋଇଥିଲେ,  ୧୬- ସୁସନ୍ଧି ଙ୍କ ଦୁଇଜଣ ପୁତ୍ର ଥିଲେ- ଧ୍ରୁବସନ୍ଧି ଏବଂ ପ୍ରସେନଜିତ,  ୧୭- ଧ୍ରୁବସନ୍ଧି ଙ୍କ ପୁତ୍ର ଭରତ ଅଟନ୍ତି,  ୧୮- ଭରତ ଙ୍କ ପୁତ୍ର ଅସିତ ଅଟନ୍ତି,  ୧୯- ଅସିତ ଙ୍କ ପୁତ୍ର ସଗର...